ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅଲ୍ଲୁରୀ ସୀତାରାମ ରାଜୁ ଜିଲ୍ଲାରେ ଏକ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି ।

ଏକ୍ସରେ ରେ ପିଏମଓ ଇଣ୍ଡିଆ ହ୍ୟାଣ୍ଡେଲ କହିଛି:

"ଆନ୍ଧ୍ରପ୍ରଦେଶର ଅଲ୍ଲୁରୀ ସୀତାରାମ ରାଜୁ ଜିଲ୍ଲାରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ମୁଁ ଦୁଃଖିତ। ଏହି କଠିନ ସମୟରେ ମୋର ଚିନ୍ତାଧାରା ପ୍ରଭାବିତ ଲୋକ ଏବଂ ସେମାନଙ୍କ ପରିବାର ସହିତ ଅଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ଅନୁକମ୍ପା ରାଶି ବାବଦରେ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଓ ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।’’

 

“ఆంధ్రప్రదేశ్‌లోని అల్లూరి సీతారామరాజు జిల్లాలో జరిగిన బస్సు ప్రమాదంలో ప్రాణనష్టం సంభవించడం చాలా బాధాకరం. ఈ క్లిష్ట సమయంలో బాధిత ప్రజలు మరియు వారి కుటుంబాలకు నా ప్రగాఢ సానుభూతిని తెలియజేస్తూ, గాయపడినవారు త్వరగా కోలుకోవాలని ప్రార్థిస్తున్నాను. ప్రమాదంలో మరణించిన వారి కుటుంబాలకు రూ. 2 లక్షలు, గాయపడిన వారికి రూ. 50,000 ఎక్స్ గ్రేషియా పిఎంఎన్ఆర్ఎఫ్ నుండి ఇవ్వబడుతుంది: PM @narendramodi“

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Led by iPhones, India sees highest Q1 smartphone exports by value

Media Coverage

Led by iPhones, India sees highest Q1 smartphone exports by value
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 29, 2026
July 29, 2026

Aatmanirbhar & Eco-Conscious: PM Modi’s Record of Results in Conservation, Banking, Exports & Beyond