ପିଏମଏନଆରଏଫରୁ ଅନୁକମ୍ପା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶ କୁର୍ନୁଲ ଜିଲ୍ଲାରେ ଦୁର୍ଘଟଣାରେ ହୋଇଥିବା ଜୀବନହାନୀ ପାଇଁ ଦୁଃଖ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି । 

ପ୍ରଧନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ହ୍ୟାଣ୍ଡଲରେ ପୋଷ୍ଟ ହୋଇଛି;

“ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲ୍ଲାରେ ଦୁର୍ଘଟଣାରେ ଜୀବନହାନୀ ପାଇଁ ଗଭୀର ବ୍ୟଥିତ । ଏଭଳି ଦୁଃଖର ସମୟରେ ପ୍ରଭାବିତ ବ୍ୟକ୍ତି ଓ ସେମାନଙ୍କ ପରିବାର ପ୍ରତି ମୋର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ମିଳିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”

 

 

“ఆంధ్రప్రదేశ్‌లోని కర్నూలు జిల్లాలో జరిగిన ప్రమాదంలో ప్రాణనష్టం చాలా బాధాకరం. ఈ క్లిష్ట సమయంలో బాధిత ప్రజలు మరియు వారి కుటుంబాలకు నా ప్రగాఢ సానుభూతిని తెలియజేస్తూ , గాయపడినవారు త్వరగా కోలుకోవాలని ప్రార్థిస్తున్నాను. ప్రమాదంలో మరణించిన వారి కుటుంబాలకు రూ. 2 లక్షలు, గాయపడిన వారికి రూ. 50,000 ఎక్స్ గ్రేషియా పిఎంఎన్ఆర్ఎఫ్ నుండి ఇవ్వబడుతుంది: PM @narendramodi"

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Rooftop solar cuts household electricity bills by average of 71%: CEEW

Media Coverage

Rooftop solar cuts household electricity bills by average of 71%: CEEW
NM on the go

Nm on the go

Always be the first to hear from the PM. Get the App Now!
...
Share your ideas and suggestions for 'Mann Ki Baat' now!
June 05, 2026

Prime Minister Narendra Modi will share 'Mann Ki Baat' on Sunday, June 28th. If you have innovative ideas and suggestions, here is an opportunity to directly share it with the PM. Some of the suggestions would be referred by the Prime Minister during his address.

Share your inputs in the comments section below.