ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ସଡକ ଦୁର୍ଘଟଣା ଯୋଗୁଁ ହୋଇଥିବା ମୃତ୍ୟୁରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଶ୍ରୀ ମୋଦୀ ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି । 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;

“କର୍ଣ୍ଣାଟକର ତୁମକୁରୁ ଜିଲ୍ଲାରେ ହୋଇଥିବା ଦୁର୍ଘଟଣା ହୃଦୟ ବିଦାରକ । ଶୋକସନ୍ତପ୍ତ ପରିବାରଗୁଡିକୁ ସମବେଦନା ଜଣାଉଛି । ଆହତଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି । ମୃତକଙ୍କ ନିକଟତମ ପରିଜନଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's banking sector resilient; 11-13% credit growth for January-June likely: Survey

Media Coverage

India's banking sector resilient; 11-13% credit growth for January-June likely: Survey
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 20, 2026
April 20, 2026

Honouring Saints, Powering Futures: PM Modi’s Leadership That Blends Heritage, Highways and High Growth