ଆନ୍ଧ୍ର ପ୍ରଦେଶର ବିଶାଖାପଟ୍ଟନମରେ କାନ୍ଥ ପଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଆନ୍ଧ୍ର ପ୍ରଦେଶର ବିଶାଖାପଟ୍ଟନମରେ କାନ୍ଥ ପଡ଼ି ଲୋକଙ୍କ ଜୀବନ ହାନି ଘଟଣାରେ ଗଭୀର ଦୁଃଖିତ । ପରିଜନଙ୍କୁ ହରାଇଥିବା ଲୋକଙ୍କୁ ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
Deeply saddened by the loss of lives due to the collapse of a wall in Visakhapatnam, Andhra Pradesh. Condolences to those who have lost their loved ones. May the injured recover soon.
— PMO India (@PMOIndia) April 30, 2025
An ex-gratia of Rs. 2 lakh from PMNRF would be given to the next of kin of each deceased. The…
ఆంధ్రప్రదేశ్లోని విశాఖపట్నంలో గోడ కూలి జరిగిన ప్రాణనష్టం చాలా బాధాకరం. తమ ప్రియమైన వారిని కోల్పోయిన వారికి సంతాపం. గాయపడినవారు త్వరగా కోలుకోవాలని కోరుకుంటున్నాను.
— PMO India (@PMOIndia) April 30, 2025
మృతుల బంధువులకు PMNRF నుండి రూ. 2 లక్షల ఎక్స్గ్రేషియా ఇవ్వబడుతుంది. గాయపడిన వారికి రూ. 50,000 ఇవ్వబడుతుంది: PM…


