ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ ପାଇଁ ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ କୁହାଯାଇଛି:
“ଉତ୍ତର-ପୂର୍ବ ଦିଲ୍ଲୀର ଦୟାଲପୁର ଅଞ୍ଚଳରେ କୋଠା ଭୁଶୁଡ଼ି ଜୀବନ ହାନି ଘଟଣାରେ ଦୁଃଖିତ । ନିକଟ ସମ୍ପର୍କୀୟଙ୍କୁ ଯେଉଁମାନେ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଭାବିତଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଛ
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ । @narendramodi”
Saddened by the loss of lives due to a building collapse in Dayalpur area of North East Delhi. Condolences to those who have lost their loved ones. May the injured recover soon. The local administration is assisting those affected.
— PMO India (@PMOIndia) April 19, 2025
An ex-gratia of Rs. 2 lakh from PMNRF would be…


