ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ମୃତ୍ୟୁ ଘଟଣାରେ ଶୋକ ପ୍ରକାଶ କରିଛନ୍ତି । ଏହି ଅବସରରେ ଶ୍ରୀ ମୋଦୀ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ମୃତକଙ୍କ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କ ପାଇଁ ୫୦,୦୦୦ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

“ଉତ୍ତର ପ୍ରଦେଶର କନୌଜରେ ବସ୍ ଦୁର୍ଘଟଣାରେ ହୋଇଥିବା ଜୀବନ ହାନୀ ଯୋଗୁଁ ଦୁଃଖିତ । ଏହି ଘଟଣାରେ ନିଜର ପିୟଜନମାନଙ୍କୁ ହରାଇଥିବା ଲୋକଙ୍କ ପ୍ରତି ସମବେଦନା । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ । ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକମାନଙ୍କୁ ସାହାଯ୍ୟ କରୁଛି ।

ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକଙ୍କ ସମ୍ପର୍କୀୟଙ୍କୁ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କାର ସହାୟତା ରାଶି ଦିଆଯିବ : PM
@narendramodi "

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

Media Coverage

"Overwhelmed By The Warmth": PM Modi Receives Grand Welcome In Uzbekistan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 29, 2026
August 29, 2026

New India, New Speed, New Stage: Missiles, Medals, Multilateralism under PM Modi