କୋଲକାତାରେ ଅଗ୍ନିକାଣ୍ଡରେ ଲୋକଙ୍କ ମୃତୁ୍ୟ ଘଟଣାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି । ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତମାନଙ୍କ ପାଇଁ ୫୦ ହଜାର ଟଙ୍କା ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“କୋଲକାତାରେ ଅଗ୍ନିକାଣ୍ଡରେ ଲୋକଙ୍କ ପ୍ରାଣହାନି ଘଟଣାରେ ଗଭୀର ଦୁଃଖିତ । ପରିଜନଙ୍କୁ ହରାଇଥିବା ଲୋକଙ୍କୁ ମୋର ସମବେଦନା । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପ୍ରଦାନ କରାଯିବ । ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”
Anguished by the loss of lives due to a fire mishap in Kolkata. Condolences to those who lost their loved ones. May the injured recover soon.
— PMO India (@PMOIndia) April 30, 2025
An ex-gratia of Rs. 2 lakh from PMNRF would be given to the next of kin of each deceased. The injured would be given Rs. 50,000: PM…
কলকাতায় অগ্নিকান্ডে প্রাণহানির ঘটনায় আমি মর্মাহত। যারা প্রিয়জনদের হারিয়েছেন, তাঁদের সমবেদনা জানাচ্ছি এবং আহতদের দ্রুত আরোগ্য কামনা করছি।
— PMO India (@PMOIndia) April 30, 2025
প্রধানমন্ত্রী জাতীয় ত্রাণ তহবিল থেকে মৃতদের প্রত্যেকের নিকটাত্মীয়কে ২ লক্ষ টাকা করে এবং আহতদের ৫০,০০০ টাকা করে আর্থিক সহায়তা দেওয়া…


