ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଦଉସାରେ ସଡ଼କ ଦୁର୍ଘଟଣାରେ ଜୀବନହାନୀ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି । ସେ ପିଏମଏନଆରଏଫରୁ ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ରାଜସ୍ଥାନର ଦଉସାରେ ଏକ ଦୁର୍ଘଟଣାରେ ଜୀବନହାନୀ ଘଟଣାରେ ଗଭୀର ଦୁଃଖିତ । ନିକଟ ସମ୍ପର୍କୀୟଙ୍କ ହରାଇଥିବା ପରିବାର ପ୍ରତି ମୋର ଗଭୀର ସମବେଦନା । ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରୁଛି ।
ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ପ୍ରଦାନ କରାଯିବ । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦିଆଯିବ:ପ୍ରଧାନମନ୍ତ୍ରୀ @narendramodi”
Deeply saddened by the loss of lives in an accident in Dausa, Rajasthan. Condolences to the families who have lost their loved ones. Praying for the speedy recovery of the injured.
— PMO India (@PMOIndia) August 13, 2025
An ex-gratia of Rs. 2 lakh from PMNRF would be given to the next of kin of each deceased. The…


