ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ଉତ୍ତର ପ୍ରଦେଶର ମଥୁରାରେ ଯମୁନା ଏକ୍ସପ୍ରେସୱେରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଲୋକଙ୍କ ପ୍ରତି ଗଭୀର  ଶୋକ   ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ। ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି।

ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ଯେ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ)ରୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ X ରେ ପୋଷ୍ଟ କରିଛି;

"ଉତ୍ତର ପ୍ରଦେଶର ମଥୁରାରେ ଯମୁନା ଏକ୍ସପ୍ରେସୱେରେ ଦୁର୍ଘଟଣା ଯୋଗୁଁ ପ୍ରାଣହାନି ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।

ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଏନଆରଏଫରୁ ୨  ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦  ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi"

 

"ଓଡ଼ିଶାର କଟକରେ ଏକ ହସ୍ପିଟାଲରେ ଘଟିଥିବା ଦୁର୍ଘଟଣା ଗଭୀର ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ସମବେଦନା। ଆହତମାନଙ୍କ ଆଶୁ ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ । ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi"

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Led by iPhones, India sees highest Q1 smartphone exports by value

Media Coverage

Led by iPhones, India sees highest Q1 smartphone exports by value
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 29, 2026
July 29, 2026

Aatmanirbhar & Eco-Conscious: PM Modi’s Record of Results in Conservation, Banking, Exports & Beyond