ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜସ୍ଥାନର ଭିୱାଡ଼ିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।
ଏକ୍ସରେ ଏକ ପୋଷ୍ଟରେ ପିଏମଓ ଇଣ୍ଡିଆ ହ୍ୟାଣ୍ଡେଲ କହିଛି:
"ରାଜସ୍ଥାନର ଭିୱାଡ଼ିରେ ଘଟିଥିବା ଅଗ୍ନିକାଣ୍ଡ ଗଭୀର ଦୁଃଖଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ "
The fire mishap in Bhiwadi, Rajasthan, is tragic and deeply saddening. My condolences to those who have lost their loved ones. I pray for the speedy recovery of those injured: PM @narendramodi
— PMO India (@PMOIndia) February 16, 2026


