ଉତ୍ତରପ୍ରଦେଶର ମିର୍ଜାପୁରରେ ସଡ଼କ ଦୁର୍ଘଟଣାରେ ଜୀବନହାନି ହୋଇଥିବାରୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ପ୍ରଦାନ କରୁଛି ବୋଲି ସେ ଆଶ୍ୱାସନା ଦେଇଛନ୍ତି ।

ଏକ୍ସ ରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

“ଉତ୍ତର ପ୍ରଦେଶର ମିର୍ଜାପୁରରେ ହୋଇଥିବା ସଡ଼କ ଦୁର୍ଘଟଣା ଅତ୍ୟନ୍ତ ପୀଡ଼ାଦାୟକ । ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଶୋକାକୁଳ ପରିବାରଙ୍କୁ ମୋର ଗଭୀର ସମବେଦନା । ଏଭଳି ଦୁଃଖ ସହିବାକୁ ଭଗବାନ ସେମାନଙ୍କୁ ଶକ୍ତି ଦିଅନ୍ତୁ । ଏଥିସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ରାଜ୍ୟ ସରକାରଙ୍କ ତଦାରଖରେ ସ୍ଥାନୀୟ ପ୍ରଶାସନ ପୀଡ଼ିତମାନଙ୍କୁ ଯଥାସମ୍ଭବ ସହାୟତା ଯୋଗାଉଛି ।”

ଶ୍ରୀ ମୋଦୀ ମଧ୍ୟ ଉତ୍ତର ପ୍ରଦେଶର ମିର୍ଜାପୁରରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟାତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ କରାଯାଇଛି:

“ଉତ୍ତର ପ୍ରଦେଶର ମିର୍ଜାପୁର ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ସହାୟତା ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଆହତମାନଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ।”

 

 

Shri Modi also announced an ex-gratia of Rs. 2 lakh from PMNRF for the next of kin of each deceased in the mishap in Mirzapur, UP. He added that the injured would be given Rs. 50,000.

The Prime Minister's Office (PMO) posted on X:

“The Prime Minister has announced an ex-gratia of Rs. 2 lakh from PMNRF for the next of kin of each deceased in the road accident in Mirzapur, UP. The injured would be given Rs. 50,000.”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi to disburse ₹2,400 crore to 1.5 million first-time employees under PMVBRY on Friday

Media Coverage

PM Modi to disburse ₹2,400 crore to 1.5 million first-time employees under PMVBRY on Friday
NM on the go

Nm on the go

Always be the first to hear from the PM. Get the App Now!
...
Prime Minister highlights growing global engagement and investment in India
June 19, 2026

The Prime Minister, Shri Narendra Modi today highlighted India’s readiness to contribute towards a better planet and noted that the world is engaging with and investing in India with hope and enthusiasm.

The Prime Minister stated that thanks to the 140 crore people of India, the world looks at India with hope and enthusiasm. He added that this is also why the world is engaging with India and investing in India.

The Prime Minister highlighted these observations under #12YearsOfIndiaFirst.

The Prime Minister wrote on X;

“India is always ready to do whatever is possible to contribute towards a better planet. At the same time, thanks to the 140 crore people of India, the world looks at India with hope and enthusiasm. That is also why the world is engaging with India and investing in India.

#12YearsOfIndiaFirst”