ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ଚିତ୍ରଦୁର୍ଗ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। 
ପ୍ରଧାନମନ୍ତ୍ରୀ ପିଏମ୍ଏନ୍ଆରଏଫ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ  ଆହତଙ୍କ ପାଇଁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ‘ଏକ୍ସ’ ରେ ପୋଷ୍ଟ କରିଛନ୍ତି: 
"କର୍ଣ୍ଣାଟକର ଚିତ୍ରଦୁର୍ଗ ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରୁଛି। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।  
‘‘ପିଏମ୍ଏନ୍ଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ  ଆହତଙ୍କ ପାଇଁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।’’
 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
‘Modi Govt’s 12 years are transformational for industry’

Media Coverage

‘Modi Govt’s 12 years are transformational for industry’
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁନ 12, 2026
June 12, 2026

Breaking Barriers, Building Bharat: PM Modi’s Historic Push for Gender Equality and Inclusive Growth