ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ଚିତ୍ରଦୁର୍ଗ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ଏହି ଦୁର୍ଘଟଣାରେ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ପ୍ରଧାନମନ୍ତ୍ରୀ ପିଏମ୍ଏନ୍ଆରଏଫ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ଘୋଷଣା କରିଛନ୍ତି ।
ପ୍ରଧାନମନ୍ତ୍ରୀ ‘ଏକ୍ସ’ ରେ ପୋଷ୍ଟ କରିଛନ୍ତି:
"କର୍ଣ୍ଣାଟକର ଚିତ୍ରଦୁର୍ଗ ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରୁଛି। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସମବେଦନା ଜଣାଉଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।
‘‘ପିଏମ୍ଏନ୍ଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।’’
Deeply saddened by the loss of lives due to a mishap in the Chitradurga district of Karnataka. Condolences to those who have lost their loved ones. May those injured recover at the earliest.
— PMO India (@PMOIndia) December 25, 2025
An ex-gratia of Rs. 2 lakh from PMNRF would be given to the next of kin of each…
ಕರ್ನಾಟಕದ ಚಿತ್ರದುರ್ಗ ಜಿಲ್ಲೆಯಲ್ಲಿ ಸಂಭವಿಸಿದ ಅಪಘಾತದಲ್ಲಿ ಜೀವಹಾನಿಯಾಗಿದೆ ಎಂದು ತಿಳಿದು ತೀವ್ರ ದುಃಖವಾಗಿದೆ. ತಮ್ಮ ಪ್ರೀತಿಪಾತ್ರರನ್ನು ಕಳೆದುಕೊಂಡವರಿಗೆ ಸಂತಾಪ ಸೂಚಿಸುತ್ತೇನೆ. ಗಾಯಗೊಂಡವರು ಆದಷ್ಟು ಬೇಗ ಚೇತರಿಸಿಕೊಳ್ಳಲಿ.
— PMO India (@PMOIndia) December 25, 2025
ಮೃತರ ಸಂಬಂಧಿಕರಿಗೆ ಪ್ರಧಾನ ಮಂತ್ರಿಯವರ ರಾಷ್ಟ್ರೀಯ ಪರಿಹಾರ ನಿಧಿ (ಪಿಎಂಎನ್ಆರ್ಎಫ್)ಯಿಂದ 2 ಲಕ್ಷ…


