ଗୋଆର ପୂର୍ବତନ ରାଜ୍ୟପାଳ ଶ୍ରୀମତୀ ମୃଦୁଳା ସିହ୍ନାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକଟ କରିଛନ୍ତି ।
ଏକ ଟ୍ଵିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଜନସାଧାରଣଙ୍କ ସେବା ପାଇଁ ଶ୍ରୀମତୀ ମୃଦୁଳା ସିହ୍ନା ସ୍ମରଣୀୟ ହୋଇ ରହିବେ । ସେ ମଧ୍ୟ ଜଣେ ପାରଦର୍ଶୀ ଲେଖକ ଥିଲେ ଏବଂ ସାହିତ୍ୟ ଓ ସଂସ୍କୃତି କ୍ଷେତ୍ରରେ ତାଙ୍କର ବିରାଟ ଅବଦାନ ରହିଥିଲା । ତାଙ୍କ ଦେହାନ୍ତରେ ମୁଁ ମର୍ମାହତ । ତାଙ୍କ ପରିବାର ଏବଂ ପ୍ରଶଂସକଙ୍କ ପ୍ରତି ସମବେଦନା । ଓମ ଶାନ୍ତି” ।
Smt. Mridula Sinha Ji will be remembered for her efforts towards public service. She was also a proficient writer, making extensive contributions to the world of literature as well as culture. Anguished by her demise. Condolences to her family and admirers. Om Shanti. pic.twitter.com/EmYWcFEb5g
— Narendra Modi (@narendramodi) November 18, 2020


