ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତୀୟ ଆଣବିକ ଶକ୍ତି କାର୍ଯ୍ୟକ୍ରମର ଜଣେ ପ୍ରମୁଖ ବ୍ୟକ୍ତି ଡ. ଏମଆର ଶ୍ରୀନିବାସନଙ୍କ ପରଲୋକରେ ଶୋକ ବ୍ୟକ୍ତ କରିଛନ୍ତି ।

ଏକ୍ସର ଏକ ପୋଷ୍ଟରେ ସେ ଲେଖିଛନ୍ତି:

“ଭାରତୀୟ ଆଣବିକ ଶକ୍ତି କାର୍ଯ୍ୟକ୍ରମର ଜଣେ ପ୍ରମୁଖ ବ୍ୟକ୍ତି ଡ. ଏମଆର ଶ୍ରୀନିବାସନଙ୍କ ପରଲୋକରେ ଗଭୀର ଦୁଃଖିତ । ମହତ୍ୱପୂର୍ଣ୍ଣ ଆଣବିକ ମୌଳିକ ଭିତ୍ତିଭୂମିକୁ ବିକଶିତ କରିବା ଦିଗରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା ଏବଂ ଏହା ଶକ୍ତି କ୍ଷେତ୍ରରେ ଆମର ଆତ୍ମନିର୍ଭରତା କ୍ଷେତ୍ରରେ ଏକ ମୂଳାଧାର ଭାବେ ଜଣା । ଆଣବିକ ଶକ୍ତି ଆୟୋଗର ପ୍ରାରମ୍ଭିକ ନେତୃତ୍ୱ ପାଇଁ ସେ ସ୍ମରଣୀୟ ହୋଇ ରହିବେ । ବୈଜ୍ଞାନିକ ପ୍ରଗତିକୁ ଆଗକୁ ବଢ଼ାଇବା ପାଇଁ ଏବଂ ଅନେକ ଯୁବ ବିଜ୍ଞାନୀଙ୍କୁ ମାର୍ଗଦର୍ଶନ ପାଇଁ ଦେଇ ତାଙ୍କ ନିକଟରେ ସର୍ବଦା କୃତଜ୍ଞ ରହିବ । ଏହି ଦୁଃଖର ସମୟରେ ତାଙ୍କ ପରିବାର ଓ ପ୍ରିୟଜନଙ୍କ ପାଇଁ ମୋର ଗଭୀର ସମବେଦନା । ଓମ୍ ଶାନ୍ତି ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Portraits of PVC recipients replace British officers at Rashtrapati Bhavan

Media Coverage

Portraits of PVC recipients replace British officers at Rashtrapati Bhavan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 18, 2025
December 18, 2025

Citizens Agree With Dream Big, Innovate Boldly: PM Modi's Inspiring Diplomacy and National Pride