ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ସମ୍ମାନୀୟ ପରିବେଶବିତ୍ ଏବଂ ପଦ୍ମଶ୍ରୀ ପୁରସ୍କାର ବିଜେତା ଶ୍ରୀମତୀ ତୁଳସୀ ଗୌଡାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :

“କର୍ଣ୍ଣାଟକର ସମ୍ମାନୀୟ  ପରିବେଶବିତ୍ ଏବଂ ପଦ୍ମଶ୍ରୀ ପୁରସ୍କାର ବିଜେତା ଶ୍ରୀମତୀ ତୁଳସୀ ଗୌଡାଙ୍କ ପରଲୋକରେ ଅତ୍ୟନ୍ତ ଦୁଃଖିତ । ପ୍ରକୃତିର ପୋଷଣ, ହଜାର ହଜାର ଚାରା ରୋପଣ ଏବଂ ଆମ ପରିବେଶର ସଂରକ୍ଷଣ ପାଇଁ ସେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ । ସେ ପରିବେଶ ସଂରକ୍ଷଣ ପାଇଁ ଜଣେ ମାର୍ଗଦର୍ଶକ ହୋଇ ରହିବେ । ତାଙ୍କ କାର୍ଯ୍ୟ ଆମ ପୃଥିବୀର ସୁରକ୍ଷା ପାଇଁ ପୀଢ଼ିଙ୍କୁ ପ୍ରେରଣା ଯୋଗାଇବ । ତାଙ୍କ ପରିବାର ଏବଂ ପ୍ରଶଂସକମାନଙ୍କ ପ୍ରତି ସମବେଦନା । ଓମ୍ ଶାନ୍ତି ! ”

"ಕರ್ನಾಟಕದ ಪರಿಸರವಾದಿ ಮತ್ತು ಪದ್ಮ ಪ್ರಶಸ್ತಿ ಪುರಸ್ಕೃತರಾದ ಶ್ರೀಮತಿ ತುಳಸಿ ಗೌಡ ಅವರ ನಿಧನ ತೀವ್ರ ದುಃಖ ತಂದಿದೆ. ಅವರು ತಮ್ಮ ಇಡೀ ಬದುಕನ್ನು ಪ್ರಕೃತಿ ಪೋಷಣೆಗಾಗಿ ಮುಡಿಪಾಗಿಟ್ಟು, ಸಾವಿರಾರು ಗಿಡಗಳನ್ನು ನೆಟ್ಟು ಬೆಳೆಸಿ ನಮ್ಮ ಪರಿಸರವನ್ನು ಸಂರಕ್ಷಿಸಿದವರು. ಪರಿಸರ ರಕ್ಷಣೆಗೆ ಸದಾ ಮಾರ್ಗದರ್ಶನ ನೀಡುವ ಬೆಳಕಾಗಿ ಅವರು ಉಳಿಯುತ್ತಾರೆ. ಅವರ ಕೆಲಸಗಳು ನಮ್ಮ ಭೂಗ್ರಹವನ್ನು ರಕ್ಷಿಸಲು ತಲೆಮಾರುಗಳಿಗೆ ಪ್ರೇರಣೆ ನೀಡುತ್ತಿರುತ್ತವೆ. ಅವರ ಕುಟುಂಬ ಮತ್ತು ಅಭಿಮಾನಿಗಳಿಗೆ ಸಂತಾಪಗಳು. ಓಂ ಶಾಂತಿ."

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Portraits of PVC recipients replace British officers at Rashtrapati Bhavan

Media Coverage

Portraits of PVC recipients replace British officers at Rashtrapati Bhavan
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 17, 2025
December 17, 2025

From Rural Livelihoods to International Laurels: India's Rise Under PM Modi