ଗାଜାର ଅଲ ଅହଲି ହସ୍ପିଟାଲରେ ଲୋକଙ୍କ ଦୁଃଖଦ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ପୀଡ଼ିତଙ୍କ ପରିବାରକୁ ସେ ସମବେଦନା ଦେଇଛନ୍ତି ଏବଂ ଆହତମାନେ ଶୀଘ୍ର ସୁସ୍ଥ ହେବାକୁ କାମନା କରିଛନ୍ତି ।

 

ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ଗାଜାର ଅଲ ଅହଲି ହସ୍ପିଟାଲରେ ଲୋକଙ୍କ ମୃତ୍ୟୁରେ ଗଭୀର ମର୍ମାହତ । ପୀଡ଼ିତଙ୍କ ପରିବାରକୁ ସମବେଦନା ଜଣାଉଛି ଏବଂ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ।

 

ଜାରିଥିôବା ସଂଘର୍ଷରେ ସାଧାରଣ ନାଗରିକଙ୍କ ମୃତ୍ୟୁ ଏକ ଗଭୀର ଚିନ୍ତାର ବିଷୟ । ଯେଉଁମାନେ ଏଥିରେ ସମ୍ପୃକ୍ତ ସେମାନଙ୍କୁ ଉତ୍ତରଦାୟୀ କରାଯିବା ଉଚିତ୍ ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India rolls out ₹497 crore RELIEF scheme to support exporters amid West Asia conflict

Media Coverage

India rolls out ₹497 crore RELIEF scheme to support exporters amid West Asia conflict
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares a Sanskrit Subhashitam, highlights the divine and benevolent grace of Goddess Brahmacharini
March 20, 2026

Prime Minister Shri Narendra Modi shared a Sanskrit subhashitam today, highlighting the divine and benevolent grace of Goddess Brahmacharini.

The Prime Minister wrote on X:

"मां ब्रह्मचारिणी के चरणों में कोटि-कोटि नमन! देवी मां सभी भक्तों पर अपनी कृपा बनाए रखें।

दधाना करपद्माभ्यामक्षमालाकमण्डलू।
देवी प्रसीदतु मयि ब्रह्मचारिण्यनुत्तमा॥"

The Goddess who holds a rosary and a water pot in her lotus-like hands—may that supremely exalted Goddess Brahmacharini be gracious to me.