ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ତେଲୁଗୁ ଅଭିନେତା ଓ ରାଜନେତା ଶ୍ରୀ ନନ୍ଦମୁରି ତାରକ ରତ୍ନାଙ୍କ ଅକାଳ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;
“ଶ୍ରୀ ନନ୍ଦମୁରି ତାରକ ରତ୍ନାଙ୍କ ଅକାଳ ବିୟୋଗ ଯୋଗୁଁ ଦୁଃଖିତ । ଫିଲ୍ମ ଓ ମନୋରଞ୍ଜନ ଜଗତରେ ସେ ନିଜ ପାଇଁ ସ୍ୱତନ୍ତ୍ର ସ୍ଥାନ ସୃଷ୍ଟି କରିଥିଲେ । ଏହି ଦୁଃଖଦ ମୁହୂର୍ତ୍ତରେ ତାଙ୍କ ପରିବାର ଓ ପ୍ରଶଂସକଙ୍କୁ ସମବେଦନା । ଓମ ଶାନ୍ତି: ପ୍ରଧାନମନ୍ତ୍ରୀ@narendramodi”
Pained by the untimely demise of Shri Nandamuri Taraka Ratna Garu. He made a mark for himself in the world of films and entertainment. My thoughts are with his family and admirers in this sad hour. Om Shanti: PM @narendramodi
— PMO India (@PMOIndia) February 19, 2023


