ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନାମିବିଆକୁ ସରକାରୀ ଗସ୍ତରେ ଅଛନ୍ତି। ଏହି ଅବସରରେ ନାମିବିଆର ରାଷ୍ଟ୍ରପତି ମହାମହିମ ନେତୁମ୍ବୋ ନନ୍ଦୀ-ନଦାଇତୱା ପ୍ରଧାନମନ୍ତ୍ରୀଙ୍କୁ ନାମିବିଆର ସର୍ବୋଚ୍ଚ ନାଗରିକ ସମ୍ମାନ-‘‘ଅର୍ଡର ଅଫ୍ ଦ ମୋଷ୍ଟ ଆନସିଏଣ୍ଟ ୱେଲୱିଟସିଆ ମିରାବିଲିସ୍" ପ୍ରଦାନ କରିଥିଲେ। ଏହି ପୁରସ୍କାର ପାଇବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ ନେତା।

 

ଏହି ପୁରସ୍କାର ଗ୍ରହଣ କରି ପ୍ରଧାନମନ୍ତ୍ରୀ ଏହି ସମ୍ମାନ ଭାରତର ୧.୪ କୋଟି ଲୋକଙ୍କୁ ଏବଂ ଭାରତ ଓ ନାମିବିଆ ମଧ୍ୟରେ ଥିବା ଐତିହାସିକ ତଥା ସ୍ଥାୟୀ ସମ୍ପର୍କକୁ ଉତ୍ସର୍ଗ କରିଥିଲେ। ଏହି ସମ୍ମାନ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ନନ୍ଦୀ- ନଦାଇତୱା ଏବଂ ନାମିବିଆର ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ବ୍ୟକ୍ତ କରିଥିଲେ।

 

ପ୍ରଧାନମନ୍ତ୍ରୀଙ୍କୁ ଏହି ପୁରସ୍କାରକୁ ଭାରତ ଏବଂ ନାମିବିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ଏକ ମାଇଲଖୁଣ୍ଟ ବୋଲି କହିଛନ୍ତି । ଏହା ସ୍ୱତନ୍ତ୍ର ଦ୍ୱିପାକ୍ଷିକ ଭାଗିଦାରୀକୁ ଅଧିକ ଉଚ୍ଚତାକୁ ନେବା ପାଇଁ ଉଭୟ ଦେଶର ଯୁବ ପିଢ଼ି ପାଇଁ ପ୍ରେରଣାର ଉତ୍ସ ହେବ ।

 

Click here to read full text speech

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
HPV vaccination drive crosses 8 mn doses as India targets cervical cancer

Media Coverage

HPV vaccination drive crosses 8 mn doses as India targets cervical cancer
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 11, 2026
September 11, 2026

Seva Pakhwada to Superpower Status: Why Citizens Are Hailing PM Modi’s Relentless Push