05.04.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ରାଷ୍ଟ୍ରପତି ଦିଶାନାୟକେ 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ କରିଛନ୍ତି । କୃତଜ୍ଞତା ଜ୍ଞାପନ କରି ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଗଭୀର ବନ୍ଧୁତା ଏବଂ ଐତିହାସିକ ସମ୍ପର୍କର ପ୍ରତୀକ ।

 

ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି:

ଆଜି ରାଷ୍ଟ୍ରପତି ଦିଶାନାୟକଙ୍କ ଦ୍ୱାରା ଶ୍ରୀଲଙ୍କା ମିତ୍ର ବିଭୂଷଣ ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଅତ୍ୟନ୍ତ ଗର୍ବର ବିଷୟ। ଏହି ସମ୍ମାନ କେବଳ ମୋର ନୁହେଁ - ଏହା ଭାରତର ୧୪୦ କୋଟି ଲୋକଙ୍କ ପ୍ରତି ସମ୍ମାନ । ଏହା ଭାରତ ଓ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଗଭୀର ବନ୍ଧୁତା ଏବଂ ଐତିହାସିକ ସମ୍ପର୍କର ପ୍ରତୀକ । ଏହି ସମ୍ମାନ ପାଇଁ ମୁଁ ଶ୍ରୀଲଙ୍କାର ରାଷ୍ଟ୍ରପତି, ସରକାର ଏବଂ ଜନସାଧାରଣଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।

 

“ஜனாதிபதி திசாநாயக்க அவர்களால் இன்றைய தினம் 'இலங்கை மித்ர விபூஷண்' என்ற விருது எனக்கு வழங்கப்பட்டமை மகத்தான பெருமைக்குரிய விடயமாகும். இந்த உயரிய கௌரவம் எனக்கே மட்டும் உரித்தான ஒன்றல்ல, இந்தியாவின் 1.4 பில்லியன் மக்களுக்கும் கிடைக்கப்பெற்ற உயர் மரியாதையாகும். அத்துடன் இந்திய - இலங்கை மக்களிடையிலான வரலாற்று ரீதியான உறவுகள் மற்றும் ஆழ வேரூன்றிக் காணப்படும் நட்புறவை இது குறித்து நிற்கின்றது. இந்த கௌரவத்துக்காக இலங்கை ஜனாதிபதி, அரசாங்கம் மற்றும் மக்கள் அனைவருக்கும் எனது இதயபூர்வமான நன்றியை தெரிவித்துக்கொள்கின்றேன்.

@anuradisanayake”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Tractor sales cross 10 lakh mark in FY26 on strong rural demand, GST cut

Media Coverage

Tractor sales cross 10 lakh mark in FY26 on strong rural demand, GST cut
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 12, 2026
April 12, 2026

Trust, Technology & Transformation: How India is Building a Viksit Bharat Under PM Modi