ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ #ExamWarriorsଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ ଟ୍ୱିଟ ଶୃଙ୍ଖଳରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ #ExamWarriorsଙ୍କୁ ଶୁଭେଚ୍ଛା ଜଣାଉଛି । ଏହି ଯୁବପୀଢିଙ୍କ କଠିନ ପରିଶ୍ରମ ଓ ଅଧ୍ୟବସାୟ ପାଇଁ ମୁଁ ଗର୍ବିତ । ଯୁବପୀଢିଙ୍କ ସଫଳତାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ସେମାନଙ୍କ ଅଭିଭାବକ ଓ ଶିକ୍ଷକମାନଙ୍କୁ ମଧ୍ୟ ସଫଳତା ଜଣାଉଛି ।”

“ଯେଉଁ ପ୍ରତିଭାବାନ ଯୁବପୀଢି ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଆହୁରି ଭଲ କରି ପାରିଥାନ୍ତେ ବୋଲି ଭାବୁଛନ୍ତି ସେମାନଙ୍କୁ କହିବାକୁ ଚାହୁଁଛି- ଆଗାମୀ ଦିନରେ ଆପଣମାନେ ବହୁତ କିଛି କରିପାରିବେ । ପରୀକ୍ଷାର ଗୋଟିଏ ସେଟ ଆପଣଙ୍କୁ ବ୍ୟାଖ୍ୟା କରିପାରିବ ନାହିଁ । ଆଗ୍ରହ ଥିବା କ୍ଷେତ୍ରରେ ନିଜ ପ୍ରତିଭା ଉପଯୋଗ କରନ୍ତୁ । ଆପଣମାନଙ୍କୁ ନିଶ୍ଚିତ ସଫଳତା ମିଳିବ ।” 

 

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Spirituality remains key driver for travel in Asia, India ranks top: Report

Media Coverage

Spirituality remains key driver for travel in Asia, India ranks top: Report
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 26, 2026
March 26, 2026

India’s Economy, Innovative Spirit and Global Standing Continue to Thrive with the Modi Government