ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମବାୟ ପାଇଁ ବିଶ୍ୱ ମାନ୍ୟତାରେ ଯଥାକ୍ରମେ ପ୍ରଥମ ଏବଂ ଦ୍ୱିତୀୟ ସ୍ଥାନ ହାସଲ କରିଥିବାରୁ ଭାରତର ଦୁଇ ଅଗ୍ରଣୀ ସମବାୟ ଅନୁଷ୍ଠାନ ଅମୁଲ ଏବଂ ଇଫକୋକୁ ଅଭିନନ୍ଦନ ଜଣାଇଛନ୍ତି। "ଭାରତର ସମବାୟ କ୍ଷେତ୍ର ଜୀବନ୍ତ ଏବଂ ଅନେକଙ୍କ ଜୀବନରେ ମଧ୍ୟ ପରିବର୍ତ୍ତନ ଆଣୁଛି। ଆଗାମୀ ସମୟରେ ଏହି କ୍ଷେତ୍ରକୁ ଆହୁରି ପ୍ରୋତ୍ସାହିତ କରିବା ପାଇଁ ଆମ ସରକାର ଅନେକ ପଦକ୍ଷେପ ନେଉଛନ୍ତି ବୋଲି ଶ୍ରୀ ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀ 'ଏକ୍ସ "ରେ ପୋଷ୍ଟ କରିଛନ୍ତି:

"ଅମୁଲ ଏବଂ ଇଫକୋକୁ ଅଭିନନ୍ଦନ। ଭାରତର ସମବାୟ କ୍ଷେତ୍ର ଜୀବନ୍ତ ଏବଂ ଅନେକଙ୍କ ଜୀବନରେ ମଧ୍ୟ ପରିବର୍ତ୍ତନ ଆଣୁଛି। ଆଗାମୀ ସମୟରେ ଏହି କ୍ଷେତ୍ରକୁ ଆହୁରି ପ୍ରୋତ୍ସାହିତ କରିବା ପାଇଁ ଆମ ସରକାର ଅନେକ ପଦକ୍ଷେପ ନେଉଛନ୍ତି

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
IIT Madras incubates 112 startups, files 431 patents in FY26 milestone year

Media Coverage

IIT Madras incubates 112 startups, files 431 patents in FY26 milestone year
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 28, 2026
April 28, 2026

From Orchids to Expressways: PM Modi’s Blueprint for a Self-Reliant, Connected & Proud India