ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନନ୍ଦକୁମାର ଭେଲକୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଆନନ୍ଦକୁମାର ‘ସ୍ପିଡ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନସିପ ୨୦୨୫’ର ସିନିଅର ପୁରୁଷ ୧୦୦୦ ମିଟର ସ୍ପ୍ରିଣ୍ଟ ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ‘ତାଙ୍କର ଧୈର୍ଯ୍ୟ, ଗତି ଏବଂ ଉତ୍ସାହ ତାଙ୍କୁ ଭାରତର ପ୍ରଥମ ବିଶ୍ୱ ସ୍କେଟିଙ୍ଗ ଚାମ୍ପିଅନ କରିଛି । ତାଙ୍କର ଏହି ସଫଳତା ଅଗଣିତ ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ ।”

ଏକ୍ସର ଏକ ପୋଷ୍ଟରେ ଆଜି ପ୍ରଧାନମନ୍ତ୍ରୀ କହିଛନ୍ତି;

“ସ୍ପିଡ ସ୍କେଟିଙ୍ଗ ବିଶ୍ୱ ଚାମ୍ପିଅନସିପ ୨୦୨୫ର ସିନିଅର ପୁରୁଷ ୧୦୦୦ ମିଟର ସ୍ପ୍ରିଣ୍ଟ ବର୍ଗରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବାରୁ ଆନନ୍ଦକୁମାର ଭେଲକୁମାରଙ୍କ ପାଇଁ ଗର୍ବିତ । ତାଙ୍କର ଧୈର୍ଯ୍ୟ, ଗତି ଏବଂ ଉତ୍ସାହ ତାଙ୍କୁ ଭାରତର ପ୍ରଥମ ବିଶ୍ୱ ସ୍କେଟିଙ୍ଗ ଚାମ୍ପିଅନ କରିଛି । ତାଙ୍କର ଏହି ସଫଳତା ଅଗଣିତ ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ । ତାଙ୍କୁ ବହୁତ ଅଭିନନ୍ଦନ ଏବଂ ଭବିଷ୍ୟତର ସଫଳତା ପାଇଁ ଶୁଭକାମନା ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Technical textiles critical to footwear sector

Media Coverage

Technical textiles critical to footwear sector
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 29, 2026
April 29, 2026

Leadership That Plays, Builds & Delivers: PM Modi’s Vision Igniting Youth, Women & Northeast India