ପାରା ଏସୀୟ କ୍ରୀଡ଼ାରେ ମହିଳା ପାରା କ୍ଲବ୍ ଥ୍ରୋ- ଏଫ୍ ୩୨/୫୧ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଥିବା କ୍ରୀଡ଼ାବିତ୍ ଏକତା ଭ୍ୟାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ଟ୍ବିଟରରେ ପୋଷ୍ଟ କରିଛନ୍ତି :

ମହିଳା ପାରା କ୍ଲବ ଥ୍ରୋ- ଏଫ୍ ୩୨/୫୧ ଇଭେଣ୍ଟରେ ବ୍ରୋଞ୍ଜ ପଦକ ହାସଲ କରିଥିବାରୁ ଏକତା ଭ୍ୟାନଙ୍କୁ ଅଭିନନ୍ଦନ। ଏହି ସଫଳତାରେ ଭାରତ ଆନନ୍ଦିତ।

 

Explore More
୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ

ଲୋକପ୍ରିୟ ଅଭିଭାଷଣ

୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
How Varanasi epitomises the best of Narendra  Modi’s development model

Media Coverage

How Varanasi epitomises the best of Narendra Modi’s development model
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଫେବୃୟାରୀ 26, 2024
February 26, 2024

Appreciation for the Holistic Development of Critical Infrastructure Around the Country