ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବକ୍ସିଂ ବିଶ୍ୱ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ବକ୍ସର ଲୋଭଲିନା ବୋର୍ଗୋହେନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ବକ୍ସଂ ବିଶ୍ୱ ଚାମ୍ପିଅନସିପରେ ତାଙ୍କର ଚମତ୍କାର ପ୍ରଦର୍ଶନ ପାଇଁ  ଲୋଭଲିନା ବୋର୍ଗେହନଙ୍କୁ ଅଭିନନ୍ଦନ । ସେ ବହୁତ କୌଶଳ ପ୍ରଦର୍ଶନ କରିଥିଲେ । ତାଙ୍କର ସ୍ୱର୍ଣ୍ଣ ପଦକ ବିଜୟ ପାଇଁ ଭାରତ ଆନନ୍ଦିତ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India a ‘front-runner’ market, plans to deepen AI and manufacturing presence: Ericsson CEO

Media Coverage

India a ‘front-runner’ market, plans to deepen AI and manufacturing presence: Ericsson CEO
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 3, 2026
March 03, 2026

Citizens Express Their Appreciation on Heartfelt Leadership, Historic Gains: PM Modi’s India Shines in Conservation, Commerce, and Clean Energy