ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସଫଳତାର ସହ ସିବିଏସଇ ପରୀକ୍ଷା ପାସ୍ କରିଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ ମଧ୍ୟ ସେ ଶୁଭକାମନା ଜଣାଇଛନ୍ତି ।

ଏକ ଟ୍ୱିଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ସଫଳତାର ସହ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ପାସ୍ କରିଥିବା ଯୁବ ବନ୍ଧୁମାନଙ୍କୁ ଅଭିନନ୍ଦନ । ଛାତ୍ରଛାତ୍ରୀଙ୍କ ଉଜ୍ୱଳ ଭବିଷ୍ୟତ ପାଇଁ ମୋର ଶୁଭେଚ୍ଛା ।”

20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
Mohandas Pai Writes: Vaccine Drive the Booster Shot for India’s Economic Recovery

Media Coverage

Mohandas Pai Writes: Vaccine Drive the Booster Shot for India’s Economic Recovery
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅକ୍ଟୋବର 26, 2021
October 26, 2021
ସେୟାର
 
Comments

PM launches 64k cr project to boost India's health infrastructure, gets appreciation from citizens.

India is making strides in every sector under the leadership of Modi Govt