ପ୍ୟାରିସଠାରେ ତୀରନ୍ଦାଜ ବିଶ୍ୱକପ୍‌ରେ ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୀପିକା କୁମାରୀ, ଅଙ୍କିତା ଭକତ, କୋମାଲିକା ବରୀ, ଅତନୁ ଦାସ ଏବଂ ଅଭିଷେକ ବର୍ମାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଗତ କିଛି ଦିନ ହେବ ବିଶ୍ୱକପରେ ଆମର ତୀରନ୍ଦାଜମାନଙ୍କ ଚମତ୍କାର ପ୍ରଦର୍ଶନ ଦେଖିବାକୁ ମିଳୁଛି । ଦୀପିକା କୁମାରୀ, ଅଙ୍କିତା ଭକତ, କୋମାଲିକା ବରୀ, ଅତନୁ ଦାସ ଏବଂ ଅଭିଷେକ ବର୍ମା, ସମସ୍ତ ତୀରନ୍ଦାଜଙ୍କୁ ସେମାନଙ୍କ ସଫଳତା ପାଇଁ ଅଭିନନ୍ଦନ, ଯାହା ଏହି କ୍ଷେତ୍ରରେ ଆଗାମୀ ପ୍ରତିଭାଙ୍କୁ ପ୍ରେରଣା ଯୋଗାଇବ” ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Rabi acreage tops normal levels for most crops till January 9, shows data

Media Coverage

Rabi acreage tops normal levels for most crops till January 9, shows data
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 13, 2026
January 13, 2026

Empowering India Holistically: PM Modi's Reforms Driving Rural Access, Exports, Infrastructure, and Global Excellence