ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ପାଇଁ ଗୁକେଶଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ବିଶ୍ୱର ନମ୍ବର ୧ ଖେଳାଳୀଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ଅଭିନନ୍ଦନ । ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ତାଙ୍କର ପ୍ରତିଭା ଏବଂ ସମର୍ପଣକୁ ଦର୍ଶାଉଛି ।”

ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି;

“ଗୁକେଶଙ୍କ ଦ୍ୱାରା ଏକ ଅସାଧାରଣ ଉପଲବ୍ଧି! ସର୍ବେଶ୍ରେଷ୍ଠ ଖେଳାଳୀଙ୍କ ବିପକ୍ଷରେ ବିଜୟ ହାସଲ କରିଥିବାରୁ ତାଙ୍କୁ ଅଭିନନ୍ଦନ । ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ତାଙ୍କର ପ୍ରତିଭା ଏବଂ ସମର୍ପଣକୁ ଦର୍ଶାଉଛି । ତାଙ୍କର ଆଗାମୀ ଯାତ୍ରା ପାଇଁ ନିରନ୍ତର ସଫଳତା କାମନା କରୁଛି ।”

@DGukesh

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Khichdi To Moringa Paratha: 7 Traditional Foods PM Modi Loves

Media Coverage

Khichdi To Moringa Paratha: 7 Traditional Foods PM Modi Loves
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 26, 2026
August 26, 2026

Accountability Meets Ambition: Record Low NPAs, Record Defence Output, Record Digital Adoption Under the Leadership of PM Modi