ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆୟର୍ଲାଣ୍ଡର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିବାରୁ ଶ୍ରୀ ମାଇକଲ ମାର୍ଟିନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଏକ୍ସ ର ଏକ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

“ଅଭିନନ୍ଦନ @MichealMartinTD  ଆୟର୍ଲାଣ୍ଡର ପ୍ରଧାନମନ୍ତ୍ରୀ ପଦ ଗ୍ରହଣ କରିଥିବାରୁ । ଲୋକଙ୍କ ମଧ୍ୟରେ ଥିବା ମୂଲ୍ୟବୋଧ ଭିତ୍ତିକ ଭାବ ଏବଂ ଦୃଢ଼ ଭିତ୍ତିଭୂମି ଆଧାରିତ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ଦିଗରେ ମିଳିମିଶି କାମ କରିବା ଦିଗରେ ପ୍ରତିବଦ୍ଧ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PUSA's IARI enters QS university ranking in agriculture, forestry category

Media Coverage

PUSA's IARI enters QS university ranking in agriculture, forestry category
NM on the go

Nm on the go

Always be the first to hear from the PM. Get the App Now!
...
Chief Minister of Uttarakhand meets the Prime Minister
March 27, 2026

Chief Minister of Uttarakhand, Shri Pushkar Singh Dhami met with the Prime Minister Shri Narendra Modi, today, at New Delhi.

The Prime Minister posted on X;

Chief Minister of Uttarakhand, Shri @pushkardhami met Prime Minister @narendramodi.

@ukcmo