ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାମହିମ ଓଲାଫ୍ ସ୍କୋଲଜଙ୍କୁ ଜର୍ମାନୀର ଫେଡେରାଲ୍ ଚାନସେଲର ଭାବରେ ର୍ନିବାଚିତ ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଓଲାଫ ସ୍କୋଲଜଙ୍କୁ ଜର୍ମାନୀର ଫେଡେରାଲ ଚାନସେଲର ଭାବରେ ର୍ନିବାଚିତ ହୋଇଥିବାରୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ମୁଁ ଭାରତ ଏବଂ ଜର୍ମାନୀ ମଧ୍ୟରେ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ପାଇଁ ଘନିଷ୍ଠ ଭାବରେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
How PM Modi Turned India's Ordnance Factories Into Atmanirbhar Powerhouse

Media Coverage

How PM Modi Turned India's Ordnance Factories Into Atmanirbhar Powerhouse
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 19, 2026
March 19, 2026

From Tunnels to Terabytes: How PM Modi is Building a Self-Reliant, Sustainable Bharat