ଭାରତ-ଇସ୍ରାଏଲ ରଣନୈତିକ ଭାଗିଦାରୀ ପାଇଁ ମହାମହିମ ବେଞ୍ଜାମିନ ନେତାନ୍ୟାହୁଙ୍କୁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ

ଇସ୍ରାଏଲର ନୂତନ ପ୍ରଧାନମନ୍ତ୍ରୀ ମହାମହିମ ନାଫତାଲି ବେନେଟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, "ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ମହାମହିମ ନାଫତାଲି ବେନେଟଙ୍କୁ ଅଭିନନ୍ଦନ । ଆସନ୍ତା ବର୍ଷ ଆମେ ଉନ୍ନତ କୂଟନୈତିକ ସମ୍ପର୍କର 30 ବର୍ଷପୂର୍ତ୍ତି ପାଳନ କରୁଥିବାରୁ ମୁଁ ଆପଣଙ୍କୁ ଭେଟିବାକୁ ଏବଂ ଆମ ଦୁଇ ଦେଶ ମଧ୍ୟରେ ରଣନୈତିକ ଭାଗିଦାରୀକୁ ଆହୁରି ଗଭୀର କରିବା ପାଇଁ ଅପେକ୍ଷା କରି ରହିଛି । @ଇସ୍ରାଏଲ ପିଏମ” ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
New farm-sector scheme gives thrust to 100 laggard districts

Media Coverage

New farm-sector scheme gives thrust to 100 laggard districts
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares Sanskrit Subhashitam highlighting the power of enthusiasm
March 05, 2026

The Prime Minister, Shri Narendra Modi has shared a Sanskrit Subhashitam highlighting the importance of enthusiasm and determination in achieving success.

The Prime Minister shared the following verse-

“उत्साहो बलवानार्य नास्त्युत्साहात् परं बलम्। सोत्साहस्यास्ति लोकेऽस्मिन् न किञ्चिदपि दुर्लभम्॥”

The Subhashitam conveys that enthusiasm is the greatest strength. For an enthusiastic person, indeed nothing is unattainable.

The Prime Minister wrote on X;

“उत्साहो बलवानार्य नास्त्युत्साहात् परं बलम्।

सोत्साहस्यास्ति लोकेऽस्मिन् न किञ्चिदपि दुर्लभम्॥”