ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନରେ ଦଶ ଲକ୍ଷରୁ ଅଧିକ ସୁକନ୍ୟା ସମୃଦ୍ଧି ଜମାଖାତା ଖୋଲିଥିବାରୁ ଭାରତୀୟ ଡାକକୁ ଶୁଭେଚ୍ଛା ଜଣାଇଛନ୍ତି । ଏହା କନ୍ୟାମାନଙ୍କ ଭବିଷ୍ୟତ ସୁରକ୍ଷିତ ରଖିବା ସହ ସେମାନଙ୍କୁ ସଶକ୍ତ କରିବ ।

କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି; 

“ଏହି ବଡ ସଫଳତା ପାଇଁ @IndiaPostOfficeକୁ ଅନେକ ଅନେକ ଶୁଭେଚ୍ଛା । ଏହି ଉଦ୍ୟମ ଦେଶର କନ୍ୟାମାନଙ୍କ ଭବିଷ୍ୟତ ସୁରକ୍ଷିତ କରିବା ସହ ସେମାନଙ୍କୁ ସଶକ୍ତ କରିବ ।”  

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Green energy boost as renewables account for 20% generation in July

Media Coverage

Green energy boost as renewables account for 20% generation in July
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 30, 2026
August 30, 2026

Tiranga in Tashkent, Relief in Nepal: Soft Power Meets First Responder

Vocal for Local, Nari Shakti, Real Heroes: Mann Ki Baat’s Atmanirbhar Hour