ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ତମ ଏସିଆନ୍ ଆଥଲେଟିକ ଚାମ୍ପିୟନଶିପ୍ ୨୦୨୩ରେ ଭାରତୀୟ ଦଳର ଉତ୍କୃଷ୍ଟ ପ୍ରଦର୍ଶନ ଏବଂ ଚାମ୍ପିୟନଶିପର ଗୋଟିଏ ସଂସ୍କରଣରେ ବିଦେଶ ମାଟିରେ ଭାରତୀୟ ଆଥଲେଟଙ୍କ ସର୍ବାଧିକ ୨୭ ପଦକ ଜିତିବାକୁ ପ୍ରଶଂସା କରିଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍ କରିଛନ୍ତି:

‘୨୫ତମ ଏସିଆନ୍ ଆଥଲେଟିକ ଚାମ୍ପିୟନଶିପ୍ ୨୦୨୩ରେ ଭାରତୀୟ ଦଳର ଉତ୍କୃଷ୍ଟ ପ୍ରଦର୍ଶନ!

ଆମ ଆଥଲେଟମାନେ ୨୭ଟି ପଦକ ଜିତିଛନ୍ତି ଯାହା କି ଚାମ୍ପିୟନଶିପର ଏକ ସଂସ୍କରଣରେ ବିଦେଶ ମାଟିରେ ସର୍ବାଧିକ । ଏହି ସଫଳତା ପାଇଁ ଆମ ଆଥଲେଟମାନଙ୍କୁ ଅଭିନନ୍ଦନ । ଏହା ଆମକୁ ଗୌରବାନ୍ୱିତ କରେ ।’

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's Economic Journey: From Licence Raj To Pragmatic Governance

Media Coverage

India's Economic Journey: From Licence Raj To Pragmatic Governance
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 27, 2026
August 27, 2026

Make in India Goes Global: Engineering Boom, Rice Triumph & EU FTA Breakthrough Under PM Modi