ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏସିଆ କପ୍ ୨୦୨୨ରେ ପାକିସ୍ତାନ ବିପକ୍ଷରେ ବିଜୟ ପାଇଁ ଭାରତୀୟ କ୍ରିକେଟ୍ ଦଳକୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

 “ଟିମ୍ ଇଣ୍ଡିଆ ଆଜିର ଏସିଆ କପ୍ ୨୦୨୨ ମ୍ୟାଚ୍‌ରେ ଏକ ଚମତ୍କାର ଅଲରାଉଣ୍ଡ୍ ପ୍ରଦର୍ଶନ କରିଛି । ଦଳ ଚମତ୍କାର ଦକ୍ଷତା ଏବଂ କୌଶଳ ପ୍ରଦର୍ଶନ କରିଛି । ବିଜୟ ପାଇଁ ସେମାନଙ୍କୁ ଅଭିନନ୍ଦନ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi inaugurates Micron’s ₹22,516-crore ATMP facility in Gujarat; calls chips ‘Regulator of 21st century’

Media Coverage

PM Modi inaugurates Micron’s ₹22,516-crore ATMP facility in Gujarat; calls chips ‘Regulator of 21st century’
NM on the go

Nm on the go

Always be the first to hear from the PM. Get the App Now!
...
The Prime Minister speaks with the Prime Minister of Israel
March 02, 2026

Prime Minister Shri Narendra Modi held a telephone conversation with the Prime Minister of Israel, Benjamin Netanyahu, to discuss the current regional situation.

​During the call, the Prime Minister conveyed India's concerns regarding recent developments and emphasised the safety of civilians as a priority.

​The Prime Minister Modi further reiterated India's position on the need for an early cessation of hostilities.