ବଳିଷ୍ଠ ଇନିଂସ ପାଇଁ ବିରାଟ କୋହଲିଙ୍କୁ ପ୍ରଶଂସା

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଆଇସିସି ଟି୨୦ ମ୍ୟାଚରେ ପାକିସ୍ତାନ ବିରୋଧରେ ଲଢୁଆ ବିଜୟ ପାଇଁ ଭାରତୀୟ କ୍ରିକେଟ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଭାରତୀୟ ଦଳ ଲଢୁଆ ବିଜୟ ହାସଲ କଲା ! ଆଜିର ଚିତ୍ତାକର୍ଷକ ପ୍ରଦର୍ଶନ ପାଇଁ ଅଭିନନ୍ଦନ । ଉଲ୍ଲେଖନୀୟ ଇନିଂସ ଖେଳି ନିଜ ଦୃଢତାର ପ୍ରଦର୍ଶନ କରିଥିବାରୁ @imVkohliଙ୍କୁ ଧନ୍ୟବାଦ । ଆଗାମୀ ଖେଳଗୁଡିକ ପାଇଁ ଶୁଭେଚ୍ଛା ।”

Explore More
୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ

ଲୋକପ୍ରିୟ ଅଭିଭାଷଣ

୭୭ତମ ସ୍ବାଧୀନତା ଦିବସ ଅବସରରେ ଲାଲକିଲ୍ଲା ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣର ମୂଳ ପାଠ
India is a top-tier security partner, says Australia’s new national defence strategy

Media Coverage

India is a top-tier security partner, says Australia’s new national defence strategy
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 22, 2024
April 22, 2024

PM Modi's Vision for a Viksit Bharat Becomes a Catalyst for Growth and Progress Across the Country