ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ସାଫ ଚାମ୍ପିଅନସିପ ୨୦୨୩ର ବିଜେତା ଭାରତୀୟ ଫୁଟବଲ ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । 

ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଭାରତ ପୁଣି ଥରେ ଚାମ୍ପିଅନ ହୋଇଛି ! ବ୍ଲୁ ଟାଇଗର୍ସ ସାଫ ଚାମ୍ପିଅନସିପ ୨୦୨୩ରେ ସର୍ବୋଚ୍ଚ ସ୍ଥାନ ହାସଲ କରିଛି । ଆମ ଖେଳାଳିଙ୍କୁ ଶୁଭେଚ୍ଛା । ଦୃଢ ସଂକଳ୍ପ ଓ ଲଢୁଆ ମନୋଭାବ ସମ୍ପନ୍ନ ଖେଳାଳିମାନଙ୍କୁ ନେଇ ସମୃଦ୍ଧ ଭାରତୀୟ ଦଳର ଉଲ୍ଲେଖନୀୟ ଯାତ୍ରା ଭବିଷ୍ୟତର କ୍ରୀଡାବିତମାନଙ୍କୁ ପ୍ରେରଣା ଯୋଗାଇବ ।” 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India remains among best-performing major economies: S&P Global

Media Coverage

India remains among best-performing major economies: S&P Global
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 19, 2026
April 19, 2026

Building a Stronger Bharat: Infrastructure Revolution, Economic Resilience & Inclusive Welfare Under PM Modi