ବିଶ୍ୱର ୩୧ ଆର୍ଦ୍ରଭୂମି ମାନ୍ୟତା ପ୍ରାପ୍ତ ସହର ତାଲିକାରେ ସ୍ଥାନ ପାଇଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇନ୍ଦୋର ଏବଂ ଉଦୟପୁରକୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ, ଏହି ମାନ୍ୟତା ଭାରତର ନିରନ୍ତର ବିକାଶ ତଥା ପ୍ରକୃତି ଏବଂ ସହରୀ ଅଭିବୃଦ୍ଧି ମଧ୍ୟରେ ସମନ୍ୱୟ ରକ୍ଷା ପାଇଁ ଦୃଢ଼ ପ୍ରତିବଦ୍ଧତାକୁ ଦର୍ଶାଉଛି ।

ଏକ୍ସରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଭୁପେନ୍ଦର ଯାଦବଙ୍କ ଏକ ପୋଷ୍ଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି :

“ଇନ୍ଦୋର ଏବଂ ଉଦୟପୁରକୁ ଅଭିନନ୍ଦନ ! ଏହି ମାନ୍ୟତା ସ୍ଥାୟୀ ବିକାଶ ଏବଂ ପ୍ରକୃତି ଓ ସହରୀ ଅଭିବୃଦ୍ଧି ମଧ୍ୟରେ ସମନ୍ୱୟ ରକ୍ଷା କରିବା ପାଇଁ ଆମର ଦୃଢ଼ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି । ଏହି ଉପଲବ୍ଧି ଆମ ଦେଶରେ ସବୁଜ, ସ୍ୱଚ୍ଛତା ଏବଂ ଅଧିକ ପରିବେଶ ଅନୁକୂଳ ସହରାଞ୍ଚଳ ସୃଷ୍ଟି କରିବା ଦିଗରେ କାର୍ଯ୍ୟ ଜାରି ରଖିବାକୁ ସମସ୍ତଙ୍କୁ ପ୍ରେରଣା ଯୋଗାଇବ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Vikas Bhi, Virasat Bhi: How JATAN, AI and Digital Archives are revolutionising India’s cultural heritage preservation

Media Coverage

Vikas Bhi, Virasat Bhi: How JATAN, AI and Digital Archives are revolutionising India’s cultural heritage preservation
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 09, 2026
August 09, 2026

Vikas Bhi, Virasat Bhi: PM Modi’s Blueprint for a Rooted Yet Future-Ready Bharat