ସେୟାର
 
Comments

ଟୋକିଓ ପାରାଲିମ୍ପିକ୍ସ କ୍ରୀଡାରେ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃଷ୍ଣ ନାଗରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

ଟୋକିଓ ପାରାଲିମ୍ପିକ୍ସରେ ଆମର ବ୍ୟାଡମିଣ୍ଟନ ଖେଳାଳିଙ୍କ ଉନ୍ନତି ଦେଖି ଖୁସି ।  @Krishnanagar99 ଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପ୍ରତ୍ୟେକ ଭାରତୀୟଙ୍କ ମୁହଁରେ ହସ ଆଣିଛି । ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ତାଙ୍କୁ ଅଭିନନ୍ଦନ । ଆଗାମୀ ଉଦ୍ୟମ ପାଇଁ ତାଙ୍କୁ ଶୁଭେଚ୍ଛା ।

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
21 Exclusive Photos of PM Modi from 2021
Explore More
ଉତରପ୍ରଦେଶର ବାରଣାସୀରେ କାଶୀ ବିଶ୍ୱନାଥ ଧାମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ଲୋକପ୍ରିୟ ଅଭିଭାଷଣ

ଉତରପ୍ରଦେଶର ବାରଣାସୀରେ କାଶୀ ବିଶ୍ୱନାଥ ଧାମର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
Make people aware of govt schemes, ensure 100% Covid vaccination: PM

Media Coverage

Make people aware of govt schemes, ensure 100% Covid vaccination: PM
...

Nm on the go

Always be the first to hear from the PM. Get the App Now!
...
PM Modi, PM Jugnauth to jointly inaugurate India-assisted Social Housing Units project in Mauritius
January 19, 2022
ସେୟାର
 
Comments

Prime Minister Narendra Modi and Prime Minister of Mauritius Pravind Kumar Jugnauth will jointly inaugurate the India-assisted Social Housing Units project in Mauritius virtually on 20 January, 2022 at around 4:30 PM. The two dignitaries will also launch the Civil Service College and 8MW Solar PV Farm projects in Mauritius that are being undertaken under India’s development support.

An Agreement on extending a US$ 190 mn Line of Credit (LoC) from India to Mauritius for the Metro Express Project and other infrastructure projects; and MoU on the implementation of Small Development Projects will also be exchanged.