ଟୋକିଓ ପାରାଲିମ୍ପିକ୍ସ କ୍ରୀଡାରେ ବ୍ୟାଡମିଣ୍ଟନରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୃଷ୍ଣ ନାଗରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
ଟୋକିଓ ପାରାଲିମ୍ପିକ୍ସରେ ଆମର ବ୍ୟାଡମିଣ୍ଟନ ଖେଳାଳିଙ୍କ ଉନ୍ନତି ଦେଖି ଖୁସି । @Krishnanagar99 ଙ୍କ ଉଲ୍ଲେଖନୀୟ ପ୍ରଦର୍ଶନ ପ୍ରତ୍ୟେକ ଭାରତୀୟଙ୍କ ମୁହଁରେ ହସ ଆଣିଛି । ସ୍ୱର୍ଣ୍ଣ ପଦକ ଜିତିବା ପାଇଁ ତାଙ୍କୁ ଅଭିନନ୍ଦନ । ଆଗାମୀ ଉଦ୍ୟମ ପାଇଁ ତାଙ୍କୁ ଶୁଭେଚ୍ଛା ।
Happy to see our Badminton players excel at the Tokyo #Paralympics. The outstanding feat of @Krishnanagar99 has brought smiles on the faces of every Indian. Congratulations to him for winning the Gold Medal. Wishing him the very best for his endeavours ahead. #Praise4Para pic.twitter.com/oVs2BPcsT1
— Narendra Modi (@narendramodi) September 5, 2021


