ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସିପକ୍ ଟାକ୍ରୋ ବିଶ୍ୱକପ୍ ୨୦୨୫ରେ ଚମତ୍କାର ପ୍ରଦର୍ଶନ ପାଇଁ ଭାରତୀୟ ସିପକ୍ ଟାକ୍ରୋ ଦଳକୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଇଛନ୍ତି । ସେ ଭାରତ ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଘରକୁ ଆଣିଥିବାରୁ ଦଳକୁ ପ୍ରଶଂସା ମଧ୍ୟ କରିଛନ୍ତି ।

ଏକ୍ସରେ ଏକ ପୋଷ୍ଟରେ ସେ କହିଛନ୍ତି:

“ସିପକ୍ ଟାକ୍ରୋ ବିଶ୍ୱକପ୍ ୨୦୨୫ରେ ଚମତ୍କାର କ୍ରୀଡା ଉତ୍କର୍ଷତା ପ୍ରଦର୍ଶନ ପାଇଁ ଆମ ଦଳକୁ ଅଭିନନ୍ଦନ ! ଏହି ଦଳ ୭ଟି ପଦକ ଆଣିଛି । ପୁରୁଷ ରେଗୁ ଦଳ ଭାରତର ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିବା ସହ ଇତିହାସ ସୃଷ୍ଟି କରିଛି ।

ଏହି ଚମତ୍କାର ପ୍ରଦର୍ଶନ ବିଶ୍ୱସ୍ତରୀୟ ସିପକ୍ ଟାକ୍ରୋ କ୍ଷେତ୍ରରେ ଭାରତର ଏକ ଆଶାଜନକ ଭବିଷ୍ୟତକୁ ସୂଚିତ କରୁଛି ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
21% YoY rise in engineering exports in June shows sector's resilience amid global challenges: EEPC India Chairman

Media Coverage

21% YoY rise in engineering exports in June shows sector's resilience amid global challenges: EEPC India Chairman
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 14, 2026
July 14, 2026

From Local Fields to Global Recognition: PM Modi’s ‘Vocal for Local’ is Now Delivering Real Global Respect