ସ୍ପେନର ପ୍ରଧାନମନ୍ତ୍ରୀ ଭାବେ ପୁନଃନିର୍ବାଚିତ ହୋଇଥିବା ପେଡ୍ରୋ ସାନଚେଜଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।

 

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି:

 

‘ସ୍ପେନର ପ୍ରଧାନମନ୍ତ୍ରୀ ଭାବେ ପୁନଃନିର୍ବାଚିତ ହୋଇଥିବା ପେଡ୍ରୋ ସାନଚେଜଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଭାରତ-ସ୍ପେନ୍ ସମ୍ପର୍କକୁ ଆହୁରି ମଜଭୁତ କରିବା, ଏକ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଆମ ବନ୍ଧୁତା ଏବଂ ସହଯୋଗ ବଢ଼ାଇବାକୁ ଆଶା ରଖିଛି ।’

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Italy and India: A strategic partnership for the Indo-Mediterranean

Media Coverage

Italy and India: A strategic partnership for the Indo-Mediterranean
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମେ 19, 2026
May 19, 2026

Exports Up, Economy Strong, World Collaborating: PM Modi's Reforms Delivering Jobs, Growth & Green Future