ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟଗୋଷ୍ଠୀ କ୍ରୀଡା ୨୦୨୨ ରେ ପୁରୁଷ ୧୦,୦୦୦ ମିଟର ରେସ ୱାକରେ ବ୍ରୋଞ୍ଚ ପଦକ ଜିତିଥିବାରୁ ସନ୍ଦୀପ କୁମାରଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

“ବର୍ମିଂହାମ୍ କ୍ରୀଡାରେ ଆମର ରେସ୍ ୱାକିଂ ଦଳର ପ୍ରଦର୍ଶନ ଦେଖି ଖୁସି ଲାଗିଲା ।  ୧୦,୦୦୦ ମିଟର ପ୍ରତିଯୋଗିତାରେ ବ୍ରୋଞ୍ଚ ପଦକ ଜିତିଥିବାରୁ ସନ୍ଦୀପ କୁମାରଙ୍କୁ ଅଭିନନ୍ଦନ । ତାଙ୍କର ଆଗାମୀ ପ୍ରୟାସ ପାଇଁ ତାଙ୍କୁ ବହୁତ ଶୁଭେଚ୍ଛା । #Cheer4India”

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's forex reserves rise $12.8 billion to 6-week high of $572.8 billion

Media Coverage

India's forex reserves rise $12.8 billion to 6-week high of $572.8 billion
...

Nm on the go

Always be the first to hear from the PM. Get the App Now!
...
PM congratulates Saweety Boora for winning the Gold Medal in Women's Boxing World Championships
March 25, 2023
ସେୟାର
 
Comments

The Prime Minister, Shri Narendra Modi has congratulated Boxer, Saweety Boora for winning the Gold Medal in Women's Boxing World Championships.

The Prime Minister tweeted;

"Exceptional performance by @saweetyboora! Proud of her for winning the Gold Medal in Women's Boxing World Championships. Her success will inspire many upcoming athletes."