ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବର୍ମିଂହାମ ସିଡବ୍ଳ୍ୟଜି ୨୦୨୨ ରେ ପୁରୁଷ ସିଙ୍ଗଲ୍ସ ଟେବୁଲ ଟେନିସରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ଶରଥ କମଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି;

 “ଶରଥ କମଲଙ୍କ ଦ୍ୱାରା ସ୍ୱର୍ଣ୍ଣ ପଦକ ବିଜୟ ଇତିହାସରେ ସ୍ୱତନ୍ତ୍ର ଭାବରେ ଲିପିବଦ୍ଧ ହେବ । ସେ ଧୈର୍ଯ୍ୟ, ନିଷ୍ଠା ଏବଂ ସ୍ଥିରତାର ଶକ୍ତି ପ୍ରଦର୍ଶନ କରିଛନ୍ତି । ସେ ମଧ୍ୟ ବହୁତ କୌଶଳ ପ୍ରଦର୍ଶନ କରିଛନ୍ତି । ଏହି ପଦକ ଭାରତୀୟ ଟେବୁଲ୍ ଟେନିସ୍ ପାଇଁ ଏକ ବଡ଼ ଉତ୍ସାହ । ତାଙ୍କୁ ଅଭିନନ୍ଦନ ଏବଂ ଶୁଭେଚ୍ଛା । #Cheer4India"

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Not Just Optics: How PM Modi’s Boat Ride Draws On Bengal’s Cultural Memory

Media Coverage

Not Just Optics: How PM Modi’s Boat Ride Draws On Bengal’s Cultural Memory
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 24, 2026
April 24, 2026

Made in India, Built for 2047: PM Modi’s Reforms Turning Rural Hope into National Strength