ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭୁପେନ୍ଦ୍ରଭାଇ ପଟେଲଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;

“ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭୁପେନ୍ଦ୍ରଭାଇ ପଟେଲଙ୍କୁ ଅଭିନନ୍ଦନ । ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ସମସ୍ତଙ୍କୁ ମଧ୍ୟ ମୁଁ ଅଭିନନ୍ଦନ ଜଣାଉଛି । ଏହା ଏକ ଶକ୍ତିଶାଳୀ ଟିମ୍‍ ଯାହା ଗୁଜୁରାଟକୁ ପ୍ରଗତିର ନୂତନ ଶିଖରରେ ପହଞ୍ଚାଇବ ।”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Rabi acreage tops normal levels for most crops till January 9, shows data

Media Coverage

Rabi acreage tops normal levels for most crops till January 9, shows data
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 13, 2026
January 13, 2026

Empowering India Holistically: PM Modi's Reforms Driving Rural Access, Exports, Infrastructure, and Global Excellence