ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ଚରଣଜିତ ସିଂହ ଚନ୍ନି ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି;
ପଞ୍ଜାବର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଚରଣଜିତ ସିଂହ ଚନ୍ନି ଜୀଙ୍କୁ ଅଭିନନ୍ଦନ । ପଞ୍ଜାବର ଲୋକଙ୍କ ଉନ୍ନତି ପାଇଁ ପଞ୍ଜାବ ସରକାରଙ୍କ ସହ କାର୍ଯ୍ୟ ଜାରି ରହିବ ।
Congratulations to Shri Charanjit Singh Channi Ji on being sworn-in as Punjab’s Chief Minister. Will continue to work with the Punjab government for the betterment of the people of Punjab.
— Narendra Modi (@narendramodi) September 20, 2021


