Congratulates Shri Eknath Shinde and Shri Ajit Pawar on taking oath as Deputy Chief Ministers
Assures all possible support from Centre in furthering development in Maharashtra

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବା ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ମଧ୍ୟ ସେ ଅଭିନନ୍ଦନ ଜଣାଇଛନ୍ତି । ମହାରାଷ୍ଟ୍ରର ବିକାଶ ପାଇଁ କେନ୍ଦ୍ର ପକ୍ଷରୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ଶ୍ରୀ ମୋଦୀ ପ୍ରତିଶ୍ରୁତି ଦେଇଛନ୍ତି ।

 

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

ସେ ଟ୍ୱିଟ୍ କରି ଲେଖିଛନ୍ତି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଦେବେନ୍ଦ୍ର ଫଡନଭିସଙ୍କୁ ଅଭିନନ୍ଦନ।

ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଏକନାଥ ସିନ୍ଦେ ଏବଂ ଶ୍ରୀ ଅଜିତ ପାୱାରଙ୍କୁ ଅଭିନନ୍ଦନ ।

ଏହି ଦଳ ଅଭିଜ୍ଞତା ଏବଂ ସକ୍ରିୟତାର ମିଶ୍ରଣ ଏବଂ ଏହି ଦଳର ସାମୂହିକ ପ୍ରୟାସ ଯୋଗୁଁ ମହାୟୁତି ମହାରାଷ୍ଟ୍ରରେ ଐତିହାସିକ ଜନାଦେଶ ପାଇଛି । ରାଜ୍ୟବାସୀଙ୍କ ଆକାଂକ୍ଷା ପୂରଣ ଓ ସୁଶାସନ ସୁନିଶ୍ଚିତ କରିବା ପାଇଁ ଏହି ଟିମ୍ ଯଥାସମ୍ଭବ ଉଦ୍ୟମ କରିବ।

 

ମହାରାଷ୍ଟ୍ରର ବିକାଶ ପାଇଁ କେନ୍ଦ୍ର ପକ୍ଷରୁ ସବୁ ପ୍ରକାର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଁ ପ୍ରତିଶ୍ରୁତି ଦେଉଛି।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
The entrepreneurs building a self-reliant India

Media Coverage

The entrepreneurs building a self-reliant India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜୁଲାଇ 21, 2026
July 21, 2026

Self-Reliance Is No Longer a Slogan — It’s Happening Across Engines, UPI, Vaccines & FDI Under the Leadership of PM Modi