ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀଶନ ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଶ୍ରୀ ମୋଦୀ କହିଛନ୍ତି ଯେ କେନ୍ଦ୍ର ସରକାର ନବଗଠିତ କେରଳ ସରକାରଙ୍କୁ ଜନସାଧାରଣଙ୍କ ଆକାଂକ୍ଷାକୁ ପୂରଣ କରିବା ଲାଗି ସମସ୍ତ ସମ୍ଭାବ୍ୟ ସହାୟତାର ପ୍ରତିଶ୍ରୁତି ଦେଇଛନ୍ତି।

ଶ୍ରୀ ମୋଦୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

"କେରଳର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଭି. ଡି. ସତୀସନ ଜୀଙ୍କୁ ଅଭିନନ୍ଦନ। ତାଙ୍କ କାର୍ଯ୍ୟକାଳ ପାଇଁ ମୋର ଶୁଭେଚ୍ଛା। କେନ୍ଦ୍ର ସରକାର ନବଗଠିତ କେରଳ ସରକାରଙ୍କୁ ଲୋକଙ୍କ ଆକାଂକ୍ଷାକୁ ପୂରଣ କରିବାରେ ସମସ୍ତ ସମ୍ଭାବ୍ୟ ସହାୟତାର ପ୍ରତିଶ୍ରୁତି ଦେଇଛନ୍ତି ।’’

 

“കേരളത്തിന്റെ മുഖ്യമന്ത്രിയായി സത്യപ്രതിജ്ഞ ചെയ്ത വി ഡി സതീശൻ ജി ക്ക് ഹൃദയം നിറഞ്ഞ അഭിനന്ദനങ്ങൾ. അദ്ദേഹത്തിന്റെ ഭരണകാലത്തിന് എൻ്റെ എല്ലാ ആശംസകളും നേരുന്നു. ജനങ്ങളുടെ ആഗ്രഹങ്ങൾ സഫലീകരിക്കുന്നതിനായി, പുതുതായി രൂപീകൃതമായ കേരള ഗവൺമെൻ്റിന് കേന്ദ്ര ഗവൺമെൻറ് എല്ലാ വിധ പിന്തുണയും ഉറപ്പുനൽകുന്നു.”

@vdsatheesan

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
‘Give mothers, sisters their due rights’: PM Modi pushes for women's reservation from the ramparts of Red Fort

Media Coverage

‘Give mothers, sisters their due rights’: PM Modi pushes for women's reservation from the ramparts of Red Fort
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 16, 2026
August 16, 2026

Aatmanirbhar Ambitions Meet Global Alliances: The Modi Doctrine in Action