ଗୁୟାନାର ସାଧାରଣ ଏବଂ ଆଞ୍ଚଳିକ ନିର୍ବାଚନରେ ଅପୂର୍ବ ସଫଳତା ଲାଭ କରିଥିବାରୁ, ରାଷ୍ଟ୍ରପତି ଇରଫାନ ଅଲୀଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, “ଦୁଇ ଦେଶର ଲୋକମାନଙ୍କ ମଧ୍ୟରେ ଥିବା ଦୃଢ଼ ଏବଂ ଐତିହାସିକ ସମ୍ପର୍କ ଆଧାରରେ ଭାରତ-ଗୁୟାନା ସହଭାଗିତାକୁ ଅଧିକ ସୁଦୃଢ଼ କରିବାକୁ ମୁଁ ଆଗ୍ରହୀ ।”

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;

“ଗୁୟାନାର ସାଧାରଣ ଏବଂ ଆଞ୍ଚଳିକ ନିର୍ବାଚନରେ ଜବରଦସ୍ତ ସଫଳତା ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ । ଦୁଇ ଦେଶର ଲୋକମାନଙ୍କ ମଧ୍ୟରେ ଥିବା ଦୃଢ଼ ଏବଂ ଐତିହାସିକ ସମ୍ପର୍କ ଆଧାରରେ ଭାରତ-ଗୁୟାନା ସହଭାଗିତାକୁ ଅଧିକ ସୁଦୃଢ଼ କରିବାକୁ ମୁଁ ଆଗ୍ରହୀ ।”

@presidentaligy

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
ET@Davos 2026: ‘India has already arrived, no longer an emerging market,’ says Blackstone CEO Schwarzman

Media Coverage

ET@Davos 2026: ‘India has already arrived, no longer an emerging market,’ says Blackstone CEO Schwarzman
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଜାନୁୟାରୀ 23, 2026
January 23, 2026

Viksit Bharat Rising: Global Deals, Infra Boom, and Reforms Propel India to Upper Middle Income Club by 2030 Under PM Modi