ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ରୀୟ ବ୍ୟାଙ୍କିଙ୍ଗ ପୁରସ୍କାର ୨୦୨୩ରେ ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର ପାଇଁ ଆରବିଆଇ ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସିଏନବିସି ଟିଭି18ର ଖବରକୁ ଶେୟାର କରି ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“କେନ୍ଦ୍ରୀୟ ବ୍ୟାଙ୍କିଙ୍ଗ ପୁରସ୍କାର ୨୦୨୩ରେ @RBI Governor, ଶ୍ରୀ ଶକ୍ତିକାନ୍ତ ଦାସ ଜୀଙ୍କୁ ‘ଗଭର୍ଣ୍ଣର ଅଫ ଦ ଇୟର’ ପୁରସ୍କାର ପ୍ରଦାନ କରାଯିବା ଆମ ଦେଶ ପାଇଁ ବେଶ ଗର୍ବର କଥା । ତାଙ୍କୁ ଅଭିନନ୍ଦନ ।”

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
PM Modi Plays Traditional Chenda Drum In Palakkad Ahead Of Kerala Polls | Watch

Media Coverage

PM Modi Plays Traditional Chenda Drum In Palakkad Ahead Of Kerala Polls | Watch
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ମାର୍ଚ୍ଚ 29, 2026
March 29, 2026

Citizens Praise PM Modi for The Visionary Shift: Empowering Every Citizen in an Uncertain World