ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବୈଶାଳୀ ରମେଶ ବାବୁଙ୍କୁ ‘ଫିଡେ ୱିମେନ୍ସ ଗ୍ରାଣ୍ଡ ସ୍ୱିସ୍ ୨୦୨୫’ର ବିଜୟୀ ହୋଇଥିବାରୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ‘ତାଙ୍କର ଉତ୍ସାହ ଏବଂ ସମର୍ପଣ ଭାବନା ଉଦାହରଣ ଯୋଗ୍ୟ । ଭବିଷ୍ୟତର ସଫଳତା ପାଇଁ ତାଙ୍କୁ ବହୁତ ଶୁଭକାମନା ।”

ଏକ୍ସର ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି,

“ଅସାଧାରଣ ଉପଲବ୍ଧି । ବୈଶାଳୀ ରମେଶବାବୁଙ୍କୁ ଅଭିନନ୍ଦନ । ତାଙ୍କର ଉତ୍ସାହ ଏବଂ ସମର୍ପଣ ଭାବନା ଉଦାହରଣଯୋଗ୍ୟ । ଭବିଷ୍ୟତର ସଫଳତା ପାଇଁ ତାଙ୍କୁ ବହୁତ ଶୁଭକାମନା ।”

@chessvaishali

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'BRICS 2026 becomes major Bharat achievement for PM Narendra Modi'

Media Coverage

'BRICS 2026 becomes major Bharat achievement for PM Narendra Modi'
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 15, 2026
September 15, 2026

A Mandate of Performance: Civic Wins, IPO Surge and Neighbourly Power Reflect Faith in PM Modi’s Leadership